ମାର୍ଚ୍ଚ 5 ତାରିଖ ରୁ ମାର୍ଚ୍ଚ 9 ତାରିଖ ପର୍ଯ୍ୟନ୍ତ ବାରିପଦା ଛଉ ପଡିଆ ଠାରେ ଅନୁଷ୍ଠିତ ହେବ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପ୍ରଦର୍ଶନୀ
ବାରିପଦା :ତା.28-02-2023 ରିଖ. ଆଜି ପୂର୍ବାହ୍ନ 11 ଘଟିକା ସମୟ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ଫେସିଲିଟେସନ କେନ୍ଦ୍ର ଠାରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ମୟୁରଭଞ୍ଜ, ଅକ୍ଷୟ…