ଷଷ୍ଠ ବାର୍ଷିକ ଜେ ପି ଏଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
(ସଞ୍ଜୟ ଫାଇଟର ଓ ଅନଟପ ବିଜୟୀ )
ବାରିପଦା – ତା :- 12/02/2023 ରିଖ ସ୍ଥାନୀୟ ମୁର୍ଗାବାଡିଠାରେ ଷଷ୍ଠ ବାର୍ଷିକ ଯମ ପଡିଆ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି I ଯୁବ…