ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ବାରିପଦାର ବଳାଙ୍ଗୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଥମ
ବାରିପଦା -ତା-24/10/2025-ମୟୂରଭଞ୍ଜ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବାରିପଦା ସହୀଦ ସ୍ମୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଜିଲ୍ଲା…
