ଦୁଖବନ୍ଧୁ ନାୟକ ମୟୂରଭଞ୍ଜର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ
ବାରିପଦା ତା ୧୯-୦୯-୨୦୨୫ ରିଖଆଜି ମୟୂରଭଞ୍ଜ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଦୁଖବନ୍ଧୁ ନାୟକ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଦୁଖବନ୍ଧୁ…
ରାଜ୍ୟ ନିର୍ବାଚନ କମିଶନରଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ।
ବାରିପଦା ତା-୧୯-୦୯-୨୦୨୫ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭାରତୀୟ ପ୍ରଶାସନିକ ସେବାର ଅବସରପ୍ରାପ୍ତ ବରିଷ୍ଠ ଅଧିକାରୀ ତଥା ମାନ୍ୟବର ରାଜ୍ୟ ନିର୍ବାଚନ କମିଶନର,ମଧୁସୂଦନ ପାଢ଼ୀଙ୍କ ଅଧ୍ୟକ୍ଷତାରେ…
କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ସଚିବଙ୍କ ୨ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ ।
ବାରିପଦା ତା -18-09-2025-କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ସଚିବ ନିହାର ରଞ୍ଜନ ଦାଶ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଳାରେ…
କେନ୍ଦ୍ର ଆଦିବାସୀ ବ୍ୟାପର ମନ୍ତ୍ରାଳୟର ନିର୍ଦ୍ଦେଶକ ଡ଼କ୍ଟର ବର୍ଣ୍ଣାଳୀ ଡେକାଙ୍କ ମୟୂରଭଞ୍ଜ ଗସ୍ତ
ଆଦି କର୍ମଯୋଗୀ ଅଭିଯାନ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ। ବାରିପଦା-ତା -18-09-2025-ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରାଳୟର ନିର୍ଦ୍ଦେଶକ ଡ଼କ୍ଟର ବର୍ଣ୍ଣାଳୀ ଡେକା ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି…
“ଏକ ପେଡ ମା’କେ ନାମ
ବାରିପଦା ତା ୧୭-୦୯-୨୦୨୫ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଶୁଭ ଜନ୍ମଦିନ ଅବସରରେ ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଆହ୍ୱାନ କ୍ରମେ ଓଡିଶାବାସୀଙ୍କ ତରଫରୁ ତା’ଙ୍କୁ ଜନ୍ମଦିନ…
ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ
ବାରିପଦା -ତା -17-09-2025-ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଏବଂ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ମିଳିତ ଆନୁକୂଲ୍ୟରେ ବାରିପଦା…
ସାପ କାମୁଡା ଓ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ
ବାରିପଦା -ତା -17-09-2025-ମହାରାଜା ପୂର୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଭା କକ୍ଷ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ୱର ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ,…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ.
ବାରିପଦା :ତା ୧୬-୦୯-୨୦୨୪ ରିଖ ବାରିପଦା ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୂଲ୍ୟରେ ସ୍ଥାନୀୟ ସହିଦ ସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ…
ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନଙ୍କ ଦ୍ୱାରା ଜିଲ୍ଳାରେ ବିଭିନ୍ନ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା।
ବାରିପଦା ତା ୧୩-୦୯-୨୦୨୫ ରିଖ ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ…
ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନଙ୍କ କରକମଳରେ ୧୬ କୋଟି ଟଙ୍କା ମୂଲ୍ୟର ୬୨ଗୋଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟାଦେଶ ବଣ୍ଟନ।
ବାରିପଦା ତା ୧୩-୦୯-୨୦୨୫ ରିଖ ବାରିପଦା ପୌରପାଳିକା ଆନୁକୂଲ୍ୟରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପ୍ରକଳ୍ପ କାର୍ଯ୍ୟାଦେଶ ବଣ୍ଟନ ସମ୍ପର୍କିତ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନଗରପାଳ…
